ପୂର୍ବତନ ବିଧାୟକ ଜୟ ନାରାୟଣ ମହାନ୍ତିଙ୍କ ପରଲୋକ
ପୂର୍ବତନ ବିଧାୟକ ଜୟ ନାରାୟଣ ମହାନ୍ତିଙ୍କ ପରଲୋକ। ଜୟ ନାରାୟଣ ମହାନ୍ତି ହେଉଛନ୍ତି ଜଳେଶ୍ୱରର ପୂର୍ବତନ ବିଧାୟକ। ଜଳେଶ୍ବରରୁ କ୍ରମାଗତ ୨ ଥର କଂଗ୍ରେସ ବିଧାୟକ ଥିଲେ ଜୟନାରାୟଣ । ସେ ୧୯୯୫ ଓ ୨୦୦୦ ମସିହାରେ ଜଳେଶ୍ୱର ବିଧାନସଭାରୁ ବିଧାୟକ ହୋଇଥିଲେ। ସେ ଦୀର୍ଘଦିନରୁ ଅସୁସ୍ଥ ଥିଲେ ।…