ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍
ପୂର୍ବତନ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଆଜୀବନ ଜେଲ୍ । ୨୫ ବର୍ଷ ତଳର ଟାଟା କମ୍ପାନୀ ପାଇଁ ଜମି ଅଧିଗ୍ରହଣ ବେଳେ ହୋଇଥିବା ପୁଲିସ ଅଫିସରଙ୍କ ହତ୍ୟା ଘଟଣାର ଆଜି ପ୍ରକାଶ ପାଇଛି ଗୁରୁତ୍ୱପୂର୍ଣ୍ଣ ରାୟ। ଏହି ମାମଲାରେ ପୂର୍ଵତନ ବିଧାୟକ ଏନ ନାରାୟଣ ରେଡ୍ଡୀଙ୍କ ସହ ୧୩ ଜଣଙ୍କୁ ଆଜୀବନ କାରାଦଣ୍ଡ…