Browsing Tag

Former MLA Ramaranjan baliarsingh quits BJP

ବିଜେପି ଛାଡିଲେ ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂ

ବିଜେପି ଛାଡିଲେ ବିଜେପି ମୁଖପାତ୍ର ତଥା ସତ୍ୟବାଦୀର ପୂର୍ବତନ ବିଧାୟକ ରମା ରଞ୍ଜନ ବଳିଆରସିଂ । ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ନିଜ ଇସ୍ତଫା ପତ୍ର ରାଜ୍ୟ ବିଜେରି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଛନ୍ତି । ଟିକେଟ୍ ନ ମିଳିବା କାରଣରୁ ଅସନ୍ତୁଷ୍ଟ ଥିଲେ ।…