Browsing Tag

former mla sushri devi passed away

ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ପରଲୋକ

ମନ୍ତ୍ରୀ ପ୍ରତାପ ଦେବଙ୍କ ମା' ତଥା ପୂର୍ବତନ ବିଧାୟିକା ସୁଶ୍ରୀ ଦେବୀଙ୍କ ବୁଧବାର ପରଲୋକ ଘଟିଛି । କଟକ ସ୍ଥିତ ବାସଭବନରେ ୭୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଥିବା ଜଣାପଡ଼ିଛି । ସୁଶ୍ରୀ ଦେବୀ ବିଜୁ ଜନତା ଦଳର ଜଣେ ରାଜନୀତିଜ୍ଞ ଓ ଓଡ଼ିଶାକୁ ପ୍ରତିନିଧିତ୍ୱ କରୁଥିବା ରାଜ୍ୟ ସଭାର ଜଣେ ସଦସ୍ୟ…