ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ AIIMSରେ ଭର୍ତ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂ ଅସୁସ୍ଥତା ପାଇଁ ଦିଲ୍ଲୀ AIIMSରେ ଭର୍ତ୍ତି ହୋଇଛନ୍ତି । ସେ ବର୍ତ୍ତମାନ୍ କାର୍ଡିଓ ଥୋରାସିକ୍ ବିଭାଗରେ ଚିକିତ୍ସିତ ହେଉଛନ୍ତି ।
ସୂଚନାଯୋଗ୍ୟ, ରବିବାର ସନ୍ଧ୍ୟାରେ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ…