Browsing Tag

former president Biplab Jena of Angul District Congress joined the BJD

ବିଜେଡିରେ ଯୋଗ‌ଦେଲେ ଅନୁଗୁଳ ଜିଲ୍ଲା କଂଗ୍ରେସର ପୂର୍ବତନ ସଭାପତି ବିପ୍ଳବ ଜେନା

ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ପଦବିରୁ କିଛି ଦିନ ତଳେ ଇସ୍ତଫା ଦେବା ସହ ଦଳ ଛାଡ଼ିଥିବା ବିପ୍ଳବ ଜେନା ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ସ୍ଥାନୀୟ ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିପ୍ଳବଙ୍କ ସମେତ ପ୍ରାୟ ୧୫ଶହ କଂଗ୍ରେସ ନେତା ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି…