ବିଜେପିରେ ସାମିଲ ହେବେ ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ
ସୋମବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେବେ ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ।
ଏହାକୁ ନେଇ ପଞ୍ଜାବ ଲୋକ କଂଗ୍ରେସର ମୁଖପାତ୍ର ପ୍ରୀତପାଲ୍ ସିଂହ ବାଲିୱାଲ ସୂଚନା ପ୍ରଦାନ କରିଛନ୍ତି। ଖାଲି ସେତିକି ନୁହେଁ ଅମରିନ୍ଦର ସିଂହ ବିଜେପିରେ ଯୋଗ ଦେବାପରେ…