Browsing Tag

Free booster dose

ଆଜି ମିଳିବ ମାଗଣା ବୁଷ୍ଟର ଡୋଜ୍

ଆଜିଠୁ ରାଜ୍ୟରେ ୧୮- ୫୯ ବର୍ଷ ଲୋକଙ୍କ ପାଇଁ ଟୀକାକରଣ ଅଭିଯାନ ଆରମ୍ଭ ହେବ । ମାଗଣା ବୁଷ୍ଟର ଡୋଜ୍ ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି କରାଯାଇଛି । ବିଭିନ୍ନ ଇଞ୍ଜିନିୟରିଂ କଲେଜ, ଛାତ୍ରାବାସ, ଉଚ୍ଚଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀମାନଙ୍କର ବ୍ୟାପକ ଟୀକାକରଣ ଅଭିଯାନ ଆରମ୍ଭ କରିବାକୁ…

ଏଣିକି ମାଗଣାରେ ମିଳିବ ବୁଷ୍ଟର ଡୋଜ୍

ଏଣିକି ମାଗଣାରେ ମିଳିବ ବୁଷ୍ଟର ଡୋଜ୍ । ଜୁଲାଇ ୧୫ରୁ ସରକାରୀ ହସ୍ପିଟାଲରେ ମିଳିବ ଏହି ଟିକା । ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ଦିଆଯିବ ବୁଷ୍ଟର ଡୋଜ । ୭୫ ଦିନିଆ ସ୍ବତନ୍ତ୍ର ପ୍ରୋଗ୍ରାମ ଚଳାଇବେ ସରକାର । ଦେଶରେ ସଂକ୍ରମଣ ବଢୁଥିବାରୁ ବୁଷ୍ଟର ଅଭିଯାନ ଆରମ୍ଭ କରିବେ ସରକାର । ଏନେଇ କେନ୍ଦ୍ର…