ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ଓ୍ବାଇଫାଇ
ଆସନ୍ତା ଶିକ୍ଷା ବର୍ଷରୁ ରାଜ୍ୟର ସବୁ କଲେଜ, ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ଓ୍ବାଇଫାଇ ଓ ଓ୍ବାନ ଜିବି ଡାଟା। ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ।
ମାଗଣା ଓ୍ବାନ ଜିବି ଡାଟା ଯୋଗାଇବା ପାଇଁ…