Browsing Tag

From May 22

ମେ’ ୨୨ରୁ ମୁଖ୍ୟମନ୍ତ୍ରୀ କରିବେ ବିଭିନ୍ନ ବିଭାଗର ସମୀକ୍ଷା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ ମେ ୨୯ରେ । ରାଜ୍ୟବାସୀଙ୍କୁ ସରକାର ଦେବେ ସଫଳତାର ହିସାବ। ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ । ମେ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ସବୁ ମନ୍ତ୍ରୀ ଦେବେ ନିଜ ବିଭାଗର ୫ ପ୍ରମୁଖ କାର୍ଯ୍ୟର…