ଗାଙ୍ଗପୁର ଥାନା ଅଧିକାରୀ ପାଇଲେ ଶ୍ରେଷ୍ଠ ଥାନା ପୁରସ୍କାର ଓ ଟ୍ରଫି
ଓଡ଼ିଶାର ଏକମାତ୍ର ଥାନା ଭାବେ ଗାଙ୍ଗପୁର ଥାନା କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଧାର୍ଯ୍ୟ କରିଥିବା ସମସ୍ତ ମାନଦଣ୍ଡ ପୂରଣ କରି ଦେଶର ଶ୍ରେଷ୍ଠ ଦ୍ବିତୀୟ ଥାନା ଭାବେ ଘୋଷାଣା ହେବା ପରେ ଆଜି ଥାନା ଧିରେଶ କୁମାର ଦାସ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଠାରୁ ଟ୍ରଫି ଓ ମାନପତ୍ର ଗ୍ରହଣ…