Browsing Tag

Ganjam won National Panchayat Award

ଗଞ୍ଜାମକୁ ମିଳିଲା ଜାତୀୟ ପଞ୍ଚାୟତ ପୁରସ୍କାର

ବିଜ୍ଞାନ ଭବନରେ ଆଜି ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୩ ପୁରସ୍କାର ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲା ପରିଷଦକୁ ଦେଶର ଶ୍ରେଷ୍ଠ ଜିଲ୍ଲା ପରିଷଦ ସମ୍ମାନ ମିଳିଛି । ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି ।…