Browsing Tag

Gaurav Gogoi to be Congress’ deputy leader in Lok Sabha

କଂଗ୍ରେସ ସାଂସଦ ଗୌରବ ଗୋଗଇ ହେଲେ ଲୋକସଭାର ଉପନେତା

କଂଗ୍ରେସ ସାଂସଦ ଗୌରବ ଗୋଗଇଙ୍କୁ ଦଳ ତରଫରୁ ଲୋକସଭାର ଉପନେତା ଭାବେ ନିର୍ବାଚିତ କରାଯାଇଛି । ଏନେଇ ଦଳ ତରଫରୁ ଏକ ଚିଠି ଲୋକସଭାର ବାଚସ୍ପତି ଓମ୍ ବିର୍ଲାଙ୍କୁ ଲେଖାଯାଇଛି । ଏଆଇସିସି ସଂଗଠନ ମହାସଚିବ କେ.ସି ବେଣୁଗୋପାଳ ଏନେଇ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ସେ ଲେଖିଛନ୍ତି ଯେ,…