ବିଜେଡିରେ ଯୋଗଦେଲେ ବରିଷ୍ଠ ସାମ୍ବାଦିକ ଗୌତମବୁଦ୍ଧ ଦାସ
ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ଵର ଜିଲ୍ଲା ଭୋଗରାଇର ଜଣାଶୁଣା ସମାଜସେବୀ ଗୌତମବୁଦ୍ଧ ଦାସ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଆଜି ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ଵାଗତ କରିଥିଲେ ଏବଂ…