ଜର୍ଜ ତିର୍କୀଙ୍କ କଂଗ୍ରେସ ଜିଲ୍ଲା ସଭାପତି ପଦରୁ ଇସ୍ତଫା
ଭୁବନେଶ୍ୱର : ବରିଷ୍ଠ ନେତା ଜର୍ଜ ତିର୍କୀ ଆଜି ରାଉରକେଲା ଜିଲ୍ଲା କଂଗ୍ରେସ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି । ସେ କଂଗ୍ରେସ ସଂଗଠନର ପରିଚାଳନାକୁ ନେଇ ନିଜର ଅସନ୍ତୋଷ ବ୍ୟକ୍ତ କରି ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଥିଲେ ମଧ୍ୟ କଂଗ୍ରେସରେ ରହିବେ କି ନାହିଁ ତାହା ସ୍ପଷ୍ଟ ହୋଇନି ।…