ମମିତାଙ୍କୁ ହତ୍ୟା ନେଇ ସତ ମାନିଲା ଗୋବିନ୍ଦ ସାହୁ: ହତ୍ୟା ପରେ ଷ୍ଟାଡିୟମ୍ରେ ପୋତି ଦେଇଥିଲା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜେରା ବେଳେ ସତ ମାନିଲା ଗୋବିନ୍ଦ ସାହୁ । ମମିତାଙ୍କୁ ହତ୍ୟା କରି ଷ୍ଟାଡିୟମରେ ପୋତି ଥିବା ନେଇ ସ୍ୱୀକାର କରିଛି । ହତ୍ୟାକରି ଗାତରେ ଶବକୁ ପୋଡ଼ା ଯିବାପରେ ପୋତି ଦେଇଥିଲା । ଏନେଇ ପୋଲିସ ଆଗରେ ଦୋଷ ସ୍ୱୀକାର କରିଛି ଗୋବିନ୍ଦ । ଘଟଣା ଦିନ ଗୋବିନ୍ଦ ସହ ୩ରୁ ୫ଜଣ…