ଗୋପାଳପୁର ବନ୍ଦରର ହେବ ବିକାଶ :୧୦ କୋଟିରେ ମତ୍ସ୍ୟଜୀବୀଙ୍କ ପାଇଁ ନୂଆ ଜେଟି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗୋପାଳପୁର ବନ୍ଦରର ବିକାଶ ପାଇଁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏନେଇ କିଛିଦିନ ପୂର୍ବେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିଲା। ବୈଠକରେ ଜମି ଅଧିଗ୍ରହଣ, ବନ୍ଦରର…