Browsing Tag

Government started Startup Odisha Yatra 2.0

ଷ୍ଟାର୍ଟଅପ୍‌ ଓଡ଼ିଶା ଯାତ୍ରା ୨.୦ ଆରମ୍ଭ କଲେ ସରକାର

ରାଜ୍ୟରେ ଅଧିକ ଯୁବ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଯୁବଗୋଷ୍ଠୀଙ୍କ ମଧ୍ୟରେ ନୂତନ ଉଦ୍ୟୋଗୀ ହେବାର ଚିନ୍ତାଧାରାକୁ ତୃଣମୂଳ ସ୍ତରରୁ ବିକାଶ କରିବା ସକାଶେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଶିକ୍ଷିତ ଯୁବଗୋଷ୍ଠୀକୁ ଏକ ସଫଳ ଉଦ୍ୟୋଗୀ ଭାବେ ଗଢ଼ି ତୋଳିବା…