କର୍ମଚାରୀଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା; ମୁଁ ଓ ମୋ ପାର୍ଟି ଦୁଃଖିତ ଏବଂ ଆଶ୍ଚର୍ଯ୍ୟ: ନବୀନ
ପୁରୀରେ ଜଣେ ସରକାରୀ କର୍ମଚାରୀଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣାରେ ପ୍ରଥମ ଥର ପାଇଁ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ । ସିଧାସଳଖ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହିତ, ଏହି ଘଟଣା ପାଇଁ ସେ ଓ ତାଙ୍କ ପାର୍ଟି ଦୁଃଖିତ ବୋଲି…