ସରକାରଙ୍କ ଆଉ ଏକ କାର୍ଯ୍ୟାନୁଷ୍ଠାନ, ୪ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି…