Browsing Tag

Govt hikes EPFO interest rate

ବଢ଼ିଲା EPFO ସୁଧହାର

କର୍ମଚାରୀଙ୍କ ପାଇଁ ଖୁସି ଖବର । ବଢ଼ିଲା EPFO ସୁଧହାର । କେନ୍ଦ୍ର ସରକାରଙ୍କ ପକ୍ଷରୁ ଏନେଇ ଅନୁମୋଦନ ମିଳିଛି । ତେବେ ପିଏଫ୍ ଉପରେ ସୁଧ ହାରକୁ ୮.୧୫ ପ୍ରତିଶତ ବୃଦ୍ଧି କରିବାକୁ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ନିର୍ଦ୍ଧାରଣ କରିଥିଲା କର୍ମଚାରୀ ଭବିଷ୍ୟନିଧି ବୋର୍ଡ । ଶ୍ରମ ଓ ନିଯୁକ୍ତି…