ଗୁଜରାଟ ନିର୍ବାଚନ; ଇଶୁଦାନ ଗଡଭିଙ୍କୁ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କଲେ କେଜ୍ରିୱାଲ
ଗୁଜରାଟ ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ରହିଛି। ଇତିମଧ୍ୟରେ ଶୁକ୍ରବାର ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନାମ ଘୋଷଣା କରିଛନ୍ତି। କେଜ୍ରିୱାଲ ଇଶୁଦାନ ଗଡଭିଙ୍କୁ ଏଏପିର…