Browsing Tag

gulimada

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ଆହତ ଯୁବକ ଡାକ୍ତରଖାନାରେ ଭର୍ତ୍ତି

ବ୍ରହ୍ମପୁର, ୧/୧୨: ଗୋସାଣିନୁଆଁ ଗାଁ ଥାନା ଅନ୍ତର୍ଗତ ଶାଳିଆ ବନ୍ଧ ସାହିରେ ଗୁଳିକାଣ୍ଡ ଘଟିଥିବା ସୂଚନା ମିଳିଛି । ସଚିନ ଚୌଧୁରୀ (୨୮) ନାମକ ଜଣେ ଯୁବକଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ବେଳେ ସେ ଏଥିରେ ଆହତ ହୋଇଛନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳି କାଣ୍ଡ ହୋଇଥିବା ସଚିନଙ୍କ…