ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍ଘାଟିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ଆଜି ସନ୍ଧ୍ୟାରେ ସ୍ଥାନୀୟ ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀର ଶୁଭ ଉଦ୍ଘାଟନ କରିଛନ୍ତି ।
ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ…