୭୮ ବର୍ଷ ବୟସରେ ନବୀନ
୭୮ ବର୍ଷ ବୟସରେ ପଦାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେବାର ସାଧକଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା । ଜନସେବାର ୨୬ ବର୍ଷ ଅତିକ୍ରମ କରିଥିବା ନବୀନ, ନିଜ ଦଳ ସହ ବିରୋଧୀଙ୍କୁ ବି ସାଥିରେ ନେଇ ଚାଲିବାରେ ସକ୍ଷମ ହୋଇଛନ୍ତି । ଯାହା ରାଜ୍ୟ ବିକାଶରେ ଏକ ସ୍ବତନ୍ତ୍ର ଫର୍ଦ୍ଦ ଯୋଡିଛି…