ବିଶିଷ୍ଟ ସାହିତ୍ୟିକ ଡ. ହରପ୍ରସାଦ ପରିଚ୍ଛା ପଟ୍ଟନାୟକଙ୍କ ପରଲୋକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବିଶିଷ୍ଟ ସାହିତ୍ୟିକ ତଥା ସମାଲୋଚକ ଡ. ହରପ୍ରସାଦ ପରିଚ୍ଛା ପଟ୍ଟନାୟକ(୬୯)ଙ୍କ ପରଲୋକ ହୋଇଛି । ହରପ୍ରସାଦ ଏକ ଘରୋଇ ଡାକ୍ତରଖାନାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସାହିତ୍ୟ ସହ ସାମ୍ବାଦିକ ଓ ଶିକ୍ଷାବିତ ଭାବେ ସେ ଖ୍ୟାତି ଅର୍ଜନ କରିଥିଲେ। ଗତ କିଛି ଦିନ…