ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା
ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା । ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ଇସ୍ତଫା । ରାଜ୍ୟପାଳଙ୍କୁ ଭେଟି ଇସ୍ତଫାପତ୍ର ଦେଲେ ମନୋହର ଲାଲ୍ । ହରିୟାଣାରେ ନୂଆ ସରକାର ଗଠନ ସମ୍ଭାବନା । ଏନେଇ ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ହରିୟାଣାରେ ଏବେ ବିଜେପି ଏବଂ ଜେ.ଜେ.ପି.…