ରାଜ୍ୟରେ ଆଉ ତିନୋଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଓଡ଼ିଶାରେ ଆଉ ୩ଟି ହସ୍ପିଟାଲରେ କରୋନା ଟେଷ୍ଟ କରାଯିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସ୍ବାସ୍ଥ୍ୟ ଓ ପରିବାର…