Browsing Tag

hearing portal inagurate Naveen Patanaik

ଜନଶୁଣାଣୀ ପୋର୍ଟାଲ ଏବଂ ଓଡିଆ ଭର୍ଚୁଆଲ ଏକାଡେମୀର ନୂତନ ୱେବ୍ ପୋର୍ଟାଲ ଲୋକାର୍ପିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ୱେବ୍‌ ପୋର୍ଟାଲ ଲୋକାର୍ପିତ କରିଛନ୍ତି। ଗୋଟିଏ ହେଉଛି ଇଲେକ୍ଟ୍ରୋନିକ୍‌ସ ଓ ଆଇ.ଟି ବିଭାଗର ଜନଶୁଣାଣୀ ପୋର୍ଟାଲ ଏବଂ ଦ୍ୱିତୀୟଟି ହେଉଛି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ବାରା…