ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ରାଜଧାନୀରେ କମିଶନରେଟ୍ ପୋଲିସର କଡା ଚେକିଂ
ଆଜି ବିଦାୟ ନେବ ୨୦୨୩ । ଆଉ ନୂଆ ବର୍ଷକୁ ସ୍ୱାଗତ କରିବା ପାଇଁ ଜିରୋନାଇଟ ସେଲିବ୍ରେସନ ପାଇଁ ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ସରିଛି । କେବଳ ସମସ୍ତେ ରାତିକୁ ଅପେକ୍ଷା କରିଛନ୍ତି । ଶୃଙ୍ଖଳିତ ଓ ସୁରକ୍ଷିତ ଭାବେ ନୂଆ ବର୍ଷ ପାଳନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ…