ଆସନ୍ତା ୨୪ ରେ ୭ଟି ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ୱର ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଓଡ଼ିଶାର ପଶ୍ଚିମ ଅଞ୍ଚଳରେ ପାଣିପାଗରେ ପରିବର୍ତ୍ତନ ଯୋଗୁ ଓଡିଶାର ଅନେକ ଭାଗରେ ଫେବୃଆରୀ ୨୪ ରୁ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେଓଗଡ, କେନ୍ଦୁଝର,…