Browsing Tag

Helicopter crash; 5 dead

ହେଲିକାପ୍ଟର ଦୁର୍ଘଟଣାଗ୍ରସ୍ତ; ୫ ମୃତ

ଦକ୍ଷିଣ କୋରିଆର ୟାଙ୍ଗୟାଙ୍ଗରେ ରବିବାର ଏକ ହେଲିକାପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ହେଲିକାପ୍ଟରଟି ୟାଙ୍ଗୟାଙ୍ଗର ବୁଦ୍ଧ ମନ୍ଦିର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ଫଳରେ ଏଥିରେ ଥିବା ୫ ଜଣ ଯାତ୍ରୀ ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି।…