ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୨ଟି ଗେଟ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୨ଟି ଗେଟ୍ । ବର୍ତ୍ତମାନ ୧୨ଟି ଗେଟ୍ ଦେଇ ଜଳ ନିଷ୍କାସିତ ହୋଇଛି । ବାମ ପାର୍ଶ୍ବରେ ୯ ଏବଂ ଡାହାଣ ପାର୍ଶ୍ବରେ ୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।
ତେବେ ଜଳଭଣ୍ଡାର ଇନଫ୍ଲୋ ବଢିବା ସହ ଜଳସ୍ତର ବଢିବାରୁ ଏପରି ନିଷ୍ପତ୍ତି…