Browsing Tag

High Court granted protection to actress Rainya Priyadharini

ହାଇକୋର୍ଟରୁ ମିଳିଲା ବର୍ଷା ପ୍ରିୟଦର୍ଶିନୀଙ୍କୁ ସୁରକ୍ଷା

ହାଇକୋର୍ଟରୁ ମିଳିଲା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ସୁରକ୍ଷା। ବର୍ଷା ତାଙ୍କ ସ୍ବାମୀ ଅନୁଭବ ମହାନ୍ତିଙ୍କ ସହଯୋଗୀ ସୁଜିତ ଦଳାଇଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇଥିବା ମାମଲାରେ ଦିଲ୍ଲୀ ପୁଲିସ୍‌ ନୋଟିସ୍‌ ଜାରି କରିଥିଲା। ଏହାକୁ ନେଇ ପରେ ବର୍ଷା ହାଇକୋର୍ଟରେ ଆଗୁଆ ଜାମିନ…