ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା, ୩ ମାସରେ ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ୩ ମାସରେ ସାରିବାକୁ କଟକ ଫ୍ୟାମିଲି କୋର୍ଟକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୪ ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରିବାକୁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି। ବର୍ଷା-ଅନୁଭବ ପାରିବାରିକ ବିବାଦ ମାମଲା ଫ୍ୟାମିଲି କୋର୍ଟରେ ତ୍ୱରିତ ଶୁଣାଣି କରିବାକୁ…