Browsing Tag

High Court tells state government

ଓଡ଼ିଶା ପ୍ରବେଶ ପୂର୍ବରୁ କରୋନା ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଓଡ଼ିଶା ପ୍ରବେଶ କରିବା ପୂର୍ବରୁ ପ୍ରବାସୀଙ୍କୁ କରୋନା ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଓଡ଼ିଶା ଫେରୁଥିବା ଲୋକଙ୍କର ପ୍ରଥମେ ନମୁନା ପରୀକ୍ଷା କରାଯିବ,ଏବଂ ତା’ପରେ ଓଡ଼ିଶାରେ ପ୍ରବେଶ କରିବାକୁ ଅନୁମତି ମିଳିବ। ଏକ ଜନସ୍ୱାର୍ଥ ମାମଲାରେ ଶୁଣାଣି କରି…