କଳିଙ୍ଗ ଷ୍ଟାଡିୟମରେ ୪ ହକି ଖେଳାଳୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ବରରେ ୪ ହକି ଖେଳାଳୀଙ୍କୁ ସ୍ବତନ୍ତ୍ର ସମ୍ବର୍ଦ୍ଧନା । କଳିଙ୍ଗ ଷ୍ଟାଡିୟମରେ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୁଷ ହକି ଖେଳାଳି ଅମିତ ରୋହିଦାସ, ବୀରେନ୍ଦ୍ର ଲାକ୍ରାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା ହକି…