ସୁସ୍ଥ ହେଲେ ଗୃହମନ୍ତ୍ରୀ ଅମିତ ଶାହା
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ସୁସ୍ଥହେଲେ ଗୃହମନ୍ତ୍ରୀ ଅମିତ ଶାହା। ଅଳ୍ପ ସମୟ ମଧ୍ୟରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବାର ସମ୍ଭାବନା ରହିଛି। ତାଙ୍କୁ କୋରୋନା ପରବର୍ତ୍ତୀ ଚିକିତ୍ସା ପାଇଁ ନୂଆଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।ଅଗଷ୍ଟ ୧୮…