ପୁଣିଥରେ ମୁଖ୍ୟମନ୍ତ୍ରୀ ହେଲେ ସମ୍ମାନିତ
ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କରାଗଲା ସମ୍ମାନିତ । ଓଡ଼ିଶା ସରକାରଙ୍କ ଦୃଷ୍ଟାନ୍ତକାରୀ କାର୍ଯ୍ୟକ୍ରମ ଏବଂ ଜାତୀୟ ଖାଦ୍ୟ ସୁରକ୍ଷା ଆଇନର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ମିଳିଛି ସମ୍ମାନ।
ନୂଆଦିଲ୍ଲୀରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଖାଦ୍ୟ…