ଛାତ୍ରାବାସରେ ଚିହ୍ନଟ ହେଲେ ୧୩ ପଜିଟିଭ
କଟକ (ଓଡ଼ିଶା ଫାଷ୍ଟ ବ୍ୟୁରୋ): ଦେଶରେ ସଂକ୍ରମଣର ଗ୍ରାଫ ପୁଣି ଥରେ ଉପର ମୁହାଁ ହୋଇଥିବା ବେଳେ ଆମ ରାଜ୍ୟରେ ବି ଦେଖାଦେଲାଣି କରୋନା ଭୟ। କଟକର ଏକ ଶିକ୍ଷାନୁଷ୍ଠାନରେ ଫୁଟିଛି କରୋନା ବୋମା। କଟକ ୫୯ ନଂ ୱାର୍ଡ ବମ୍ଫକୁଦଠାରେ ଥିବା ଏକ ଘରୋଇ କଲେଜ ଛାତ୍ରାବାସରେ ୧୩ ଛାତ୍ର କରୋନା ପଜିଟିଭ…