ଶାମ୍ବ ଦଶମୀର ମହତ୍ତ୍ଵ ଓ ଏହାର ପୂଜାବିଧି କିପରି ହୁଏ ?
ଆଜି ପବିତ୍ର ଶାମ୍ବ ଦଶମୀ । ଶାମ୍ବ ଦଶମୀ ପୌଷ ଶୁକ୍ଳ ଦଶମୀ ଦିନ ପାଳନ କରାଯାଏ । ଶାମ୍ବ ଦଶମୀ ହେଉଛି ସୂର୍ଯ୍ୟ ପୂଜାର ପର୍ବ, ଯେପରି କୁମାର ପୂର୍ଣ୍ଣମୀ ଚନ୍ଦ୍ରପୂଜା ପର୍ବ । ବର୍ଷର ବାରମାସ ଯାକ ବିଭିନ୍ନ ପର୍ବପର୍ବାଣି ପାଳିତ ହେଉଥିଲେ ମଧ୍ୟ ମୁଖ୍ୟତଃ ଶ୍ରାବଣ ଅମାବାସ୍ୟା ଚିତାଲାଗିଠାରୁ…