ଭୁବନେଶ୍ୱରରେ ଭାରତୀୟ ହକି ଟିମ୍, ବିମାନବନ୍ଦରରେ ଖେଳାଳିଙ୍କୁ ଭବ୍ୟ ସ୍ୱାଗତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଭୁବନେଶ୍ୱରରେ ପହଁଚିଲା ଭାରତୀୟ ପୁରୁଷ ଓ ମହିଳା ହକି ଟିମ୍ । ଶିଙ୍ଗ ବାଜା, ଢ଼ୋଲ ମାଡ଼ ସାଙ୍ଗକୁ ଆତସବାଜିରେ କମ୍ପିଲା ରାଜଧାନୀ ରାସ୍ତା । ଏୟାରପୋର୍ଟରୁ ଆରମ୍ଭ କରି ହୋଟେଲ୍ , ଷ୍ଟାଡିୟମ୍ ରାସ୍ତା ସମେତ ରାଜଧାନୀର ସବୁ ପ୍ରମୁଖ ରାସ୍ତାଘାଟ ବ୍ୟାନର୍ ପୋଷ୍ଟରରେ…