ଦୀର୍ଘ ସ୍ଥାୟିତ୍ୱ ଓ ମାନବ ଅଧିକାର ପ୍ରତି ଟାଟା ଷ୍ଟିଲ୍ ଦୃଢ ପ୍ରତିବଦ୍ଧ
ଭୁବନେଶ୍ୱର,ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଟାଟା ଷ୍ଟିଲ୍ ପକ୍ଷରୁ ମୂଲ୍ୟବୋଧ ନୀତି ଆଧାରରେ ମାନବ ଅଧିକାର ଓ ପରିବେଶ ଉପଯୋଗୀ ପଦକ୍ଷେପ ଉପରେ ଗୁରୁତ୍ୱ ଦିଆଯାଇ ବ୍ୟବସାୟ ଅଭ୍ୟାସକୁ ନୂଆ ଆକାର ପ୍ରଦାନ କରାଯାଉଛି। ସହଭାଗୀମାନଙ୍କ ସହ ଆଲୋଚନା ଜରିଆରେ ପରିବେଶ ଅନୁକୂଳ ଦିଗରେ ଦୀର୍ଘ ମିଆଦି ରଣନୀତି…