Browsing Tag

I am ready to plead guilty: Gopal

ମୁଁ ଦୋଷ ସ୍ୱୀକାର କରିବାକୁ ରେଡ୍ଡୀ ଅଛି: ଗୋପାଳ

ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ଆଜି ଝାରସୁଗୁଡ଼ା ଜିଲ୍ଲା ଦୌରା ଜଜ୍ କୋର୍ଟରେ ହାଜର କରାଯାଇଥିଲା। କଟକ ଚୌଦ୍ୱାର ଜେଲରୁ କଡ଼ା ସୁରକ୍ଷା ବଳୟରେ ଆଣି ଗୋପାଳକୁ କ୍ରାଇମବ୍ରାଞ୍ଚ କୋର୍ଟରେ ହାଜର କରିଥିଲା। ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।…