୩ଜଣ ବରିଷ୍ଠ ଅଫିସରଙ୍କୁ ସିଏମଓରେ ନିଯୁକ୍ତି
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମଓ)ରେ ଗୁରୁବାର ୩ଜଣ ବରିଷ୍ଠ ଅଫିସରଙ୍କୁ ନୂଆ ନିଯୁକ୍ତି ମିଳିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ସିଏମଓରେ ଅଫିସରଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜଣେ ଆଇଏଏସ ଓ ଦୁଇଜଣ ଓଏଏସ…