Browsing Tag

ias-binod-kumar-dismissed

ବରିଷ୍ଠ ଆଇ.ଏ.ଏସ୍. ବିନୋଦ କୁମାର ଚାକିରୀରୁ ବରଖାସ୍ତ।

ଓଡ଼ିଶା ଫାଷ୍ଟ(ବ୍ୟୁରୋ);ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ପରେ ରାଜ୍ୟ ସରକାର ବରିଷ୍ଠ ଆଇ.ଏ.ଏସ୍ ଅଫିସର ତଥା ଓଡିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିନୋଦ କୁମାରଙ୍କୁ ଚାକିରୀ ରୁ ବରଖାସ୍ତ କରିଛନ୍ତି।ଶ୍ରୀ କୁମାର ଙ୍କୁ ଚାକିରୀ ରୁ ବରଖାସ୍ତ କରିବା…