IASସ୍ତରରେ ଅଦଳବଦଳ: ବିଶାଳ ଦେବ ହେଲେ ଅର୍ଥ ବିଭାଗ ପ୍ରମୁଖ ସଚିବ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଆଇଏଏସ୍ ଅଶୋକ ମିନାଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି । ସେ ବର୍ତ୍ତମାନ ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେହିପରି ପର୍ଯ୍ୟଟନ ଓ…