Browsing Tag

ias-sujata-kartikeyan-father-passes-awaya

ଆଇଏଏସ୍ ସୁଜାତା କାର୍ତ୍ତିକେୟନଙ୍କ ପିତାଙ୍କ ପରଲୋକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ତଥା ବରିଷ୍ଠ ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନ୍ ଙ୍କ ବାପା ଡାକ୍ତର ଅକ୍ଷୟ କୁମାର ରାଉତଙ୍କର ପରଲୋକ ହୋଇଛି। ଡାକ୍ତର ରାଉତ ଏକ ଘରୋଇ ହସ୍ପିଟାଲ୍ ରେ ଚିକିତ୍ସାଧୀନ ଥିଲେ । ସୋମବାର ସଂଧ୍ୟାରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।…