ଏଣିକି ନିୟମ ଭାଙ୍ଗିଲେ ଫାଇନ ସହ ରଦ୍ଦ ହେବ ଲାଇସେନ୍ସ
ଏଣିକି ଆଉ ଟ୍ରାଫିକ୍ ସିଗନାଲ୍ ଡେଇଁ ଯାଇପରିବେନି ଅମାନିଆ ଡ୍ରାଇଭର । କଡ଼ା କଡ଼ି ହେଲା ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ୍ ପୋଷ୍ଟରେ ରେଡ୍ ଲାଇଟ୍ ଜଳିବା ପରେ ନିୟମ ଭାଙ୍ଗି ଗଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ । ଫାଇନ ଗଣିବା ସହ ଡ୍ରାଇଭିଂ ଲାଇସେନ୍ସ ବାତିଲ ମଧ୍ୟ କରାଯିବ । ଟ୍ରାଫିକ୍…