Browsing Tag

IMD Director Mutunjay Mohapatra became the Vice-President of the World Meteorological Organization

ବିଶ୍ୱ ପାଣିପାଗ ସଙ୍ଗଠନର ଉପାଧ୍ୟକ୍ଷ ହେଲେ ଆଇଏମଡିର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର

ଓଡିଆ ପୁଅ ଆଇଏମଡିର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କୁ ମିଳିଛି ବଡ ଦାୟିତ୍ୱ । ବିଶ୍ୱ ପାଣିପାଗ ସଙ୍ଗଠନର ଉପାଧ୍ୟକ୍ଷ ଭାବେ ସେ ନିର୍ବାଚିତ ହୋଇଛନ୍ତି । ଏନେଇ ବିଶ୍ୱ ପାଣିପାଗ ସଙ୍ଗଠନ ତରଫରୁ ଟୁଇଟ୍ କରି ସୂଚନା ଦିଆଯାଇଛି । ତେବେ ବର୍ତ୍ତମାନ ଆଇଏମଡିର ନିର୍ଦ୍ଦେଶକ ଭାବେ କାର୍ଯ୍ୟ…